ଆରପାରିରେ ସୁବାସ ଚୌହାନ

ଭୁବନେଶ୍ୱର: ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଆଜି ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମାତ୍ର ୫୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି । ସେ ଉଭୟ ଲିଭର କ୍ୟାନ୍ସର ଓ ହୃଦଘାତରେ ପୀଡିତ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ ।

ତେବେ ୨୦୧୯ ମାର୍ଚ୍ଚ ୨୬ ତାରିଖରେ ସୁବାସ ବିଜେପି ଛାଡି ବିଜେଡିରେ ଯୋଗ ଦେଇଥିଲେ । ଦଳ ତରଫରୁ ସେ କଳାହାଣ୍ଡି, ବରଗଡ ବଲାଙ୍ଗିର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ସମ୍ଭାଳିଥିଲେ ।

Spread the love

Leave a Reply

Your email address will not be published. Required fields are marked *