ଏପ୍ରିଲ ୧୮ରୁ ଖରାଛୁଟି

ଭୁବନେଶ୍ୱର, ଏପ୍ରିଲ୍ ୧୬: ଏପ୍ରିଲ ୧୮ ତାରିଖରୁ ଖରାଛୁଟି ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତିି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଛୁଟି ଘୋଷଣା କରାଯାଇଛି ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନର ବିଷ୍ଣୁ ପଦ ସେଠୀ ସୂଚନା ଦେଇଛନ୍ତିି ।

ସୂଚନାଯୋଗ୍ୟ ଯେ ଗତ ମାର୍ଚ୍ଚ ୨୩ ତାରିଖରେ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମେ’ ୬ତାରିଖରେ ସ୍କୁଲଗୁଡ଼ିକରେ ଗ୍ରୀଷ୍ମ ଛୁଟି ଆରମ୍ଭ ହେବାକୁ ନିଷ୍ପତି ନିଆଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *