ଜଗତସିଂହପୁର ଜିଲ୍ଲା ବିଜୁ ଜନତା ଦଳ ସଭାପତି ହେଲେ ଅମରେନ୍ଦ୍ର

ଭୁବନେଶ୍ୱର ତା.୭.୪.୨୦୧୯ରିଖ- ପୂର୍ବ ଘୋଷିତ ସମସ୍ତ ଆଦେଶନାମାକୁ ବାଦ୍‍ ଦେଇ ଆଜି ବିଜୁ ଜନତା ଦଳ ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଜଗତସିଂହପୁର ଜିଲ୍ଲା ବିଜୁ ଜନତା ଦଳ ସଭାପତି ଭାବେ ଅମରେନ୍ଦ୍ର ଦାସଙ୍କୁ ନିଯୁକ୍ତି ଦେଇଛନ୍ତି ବୋଲି ଦଳର ରାଜ୍ୟ ସଂପାଦକ ବିଜୟ ନାୟକ ଏକ ପ୍ରେସ୍‍ ଇସ୍ତାହାରରେ ଜଣାଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *