ମହାରଣା ପ୍ରତାପଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, ମେ ୯: ମହାରଣା ପ୍ରତାପଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

“ଭାରତମାତାର ମହାନ ସୁପୁତ୍ର ମହାରଣା ପ୍ରତାପଙ୍କୁ ତାଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ । ଦେଶପ୍ରେମ, ସ୍ଵାଭିମାନ ଏବଂ ପରାକ୍ରମରେ ଭରପୁର ତାଙ୍କ ଜୀବନୀ ଦେଶବାସୀଙ୍କ ପାଇଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିବ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *