ରଶ୍ମୀବାଳା ମିଶ୍ରଙ୍କୁ ସୁନ୍ଦରଗଡ଼ ଜିଲ୍ଲା ପାଇଁ ସହ-ପର୍ଯ୍ୟବେକ୍ଷକ

ଭୁବନେଶ୍ୱର ତା.୨୯.୩.୨୦୧୯ରିଖ: ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ସୁନ୍ଦରଗଡ଼ ଜିଲ୍ଲା ପାଇଁ ସହ-ପର୍ଯ୍ୟବେକ୍ଷକ ଭାବେ ରାଉରକେଲା ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ରଶ୍ମୀବାଳା ମିଶ୍ରଙ୍କୁ ନିଯୁକ୍ତି ଦେଇଛନ୍ତି ବୋଲି ରାଜ୍ୟ ସଂପାଦକ ବିଜୟ ନାୟକ ଏକ ପ୍ରେସ୍‍ ଇସ୍ତାହାରରେ ଜଣାଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *