ବିଜୁ ଜୟନ୍ତୀରେ ଫଳ ବଣ୍ଟନ

ଭୁବନେଶ୍ୱର ୫/୩: ଜନନାୟକ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ଅବସରରେ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ରାଜଧାନୀ ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା ।

Read more